0 Comment
ଅହମ୍ମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସ୍ବାସ୍ଥ୍ୟ ହଠାତ୍ ବିଗିଡ଼ି ଯିବାରୁ ମଙ୍ଗଳବାର ରାତିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମା’ଙ୍କୁ ଅହମ୍ମଦାବାଦସ୍ଥିତ ୟୁଏନ୍ ମେହେଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚଳିତ ବର୍ଷ ଜୁନରେ ହିରାବେନ ମୋଦୀ ତାଙ୍କ ୧୦୦ତମ ଜନ୍ମଦିନ ପାଳନ କରିଥିଲେ। ସେହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ମା’ଙ୍କ ପାଦ ଧୋଇ ଆଶୀର୍ବାଦ ନେଇଥିଲେ। ଏହା ପରେ ମୋଦୀ ମଧ୍ୟ ଏକ ଭାବପ୍ରବଣ... Read More