0 Comment
ଲକ୍ଷ୍ନୌ : କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଶନିବାର ଉତର ପ୍ରଦେଶର ପ୍ରୟାଗରାଜ ଠାରୁ ଏକ ମାସ ପର୍ଯ୍ୟନ୍ତ ଚାଲିବାକୁ ଥିବା ରାଷ୍ଟ୍ରବ୍ୟାପୀ ସ୍ୱଚ୍ଛ ଭାରତ ୨୦୨୨ ଅଭିଯାନର ଶୁଭାରମ୍ଭ କରିବେ । ସ୍ୱଚ୍ଛ ଭାରତ ୨୦୨୨ କାର୍ଯ୍ୟକ୍ରମ ସାରା ଦେଶରେ ୭୪୪ ଜିଲ୍ଲା ଗୁଡିକର ୬ ଲକ୍ଷ ଗ୍ରାମ ଗୁଡିକରେ ନେହେରୁ ଯୁବ କେନ୍ଦ୍ର ସଙ୍ଗଠନ (ଏନ୍ୱାଇକେଏସ୍ ଦ୍ୱାରା ଅନୁବନ୍ଧିତ ୟୁଥ୍ କ୍ଲବ୍ ଏବଂ ଜାତୀୟ ସେବା ଯୋଜନା... Read More