0 Comment
ନୂଆଦିଲ୍ଲୀ : ନିଲମ୍ବିତ ବିଜେପି ନେତ୍ରୀ ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି । ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେବା ମାମଲାରେ ତାଙ୍କୁ ଗିରଫ କରିବା ପାଇଁ ହୋଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ । କୋର୍ଟ ଏହି ଆବେଦନକୁ ବିଚାର ପାଇଁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ, ଜଷ୍ଟିସ ଏସ ରବିନ୍ଦ୍ର ଭଟ ଏବଂ ପିଏସ ନରସିଂହାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀଙ୍କୁ କହିଥିଲେ... Read More