0 Comment
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୯,୫୨୦ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୩,୯୮,୬୯୬କୁ ବୃଦ୍ଧି ପାଇଛି । ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୮୭,୩୧୧କୁ ଖସି ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ଶନିବାର ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ କରୋନା ଯୋଗୁଁ ଆଉ ୪୧ ଜଣଙ୍କର ମୃତ୍ୟୁ ହୋଇଛି । ଭାରତରେ କୋଭିଡ୍ ଜନିତ... Read More