0 Comment
ନୂଆଦିଲ୍ଲୀ : କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ତାଙ୍କ ବାସଭବନରେ ଚଢ଼ାଉ କରିବା ପରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କହିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବନାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହେବ। ଏହି ଲଢେଇ ଆପ୍ ଓ ବିଜେପି ମଧ୍ୟରେ ହେବ। ସେ ଅଭିଯୋଗ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ କେଜ୍ରିୱାଲଙ୍କୁ ଭୟଭୀତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତ କୌଶଳ ପ୍ରୟୋଗ କରୁଛନ୍ତି।... Read More