0 Comment
ନୂଆଦିଲ୍ଲୀ : ଜୁଲାଇ ୨୩ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ। ୨୦୨୪-୨୫ ବର୍ଷ ପାଇଁ ଆସିବ ପୂର୍ଣ୍ଣ ଆର୍ଥିକ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବେ। ଏନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ମୋଦି ସରକାରଙ୍କ ତୃତୀୟ ପାଳିର ଏହା ହେବ ପ୍ରଥମ ବଜେଟ ଅଧିବେଶନ। ଏହା ପୂର୍ବରୁ ଦ୍ୱିତୀୟ ପାଳିର ଅନ୍ତିମ କାମଚଳା ବଜେଟ ଫେବ୍ରୁଆରୀରେ ବସିଥିଲା। ଏକ୍ସ ପୋଷ୍ଟରେ ରିଜିଜୁ କହିଛନ୍ତି ଯେ, ଆସନ୍ତା ୨୩ରୁ କେନ୍ଦ୍ରର... Read More