0 Comment
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଗିରଫ ମାମଲାରେ ଆଜି ହେବ ଶୁଣାଣି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନ ଉପରେ ହେବ ଶୁଣାଣି। ଗିରଫକୁ ଚ୍ଯାଲେଂଜ କରି ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ଜଷ୍ଟିସ ସ୍ଵର୍ଣ୍ଣକାନ୍ତ ଶର୍ମା ଆବେଦନର ଶୁଣାଣି କରିବେ। ସକାଳ ସାଢେ ୧୦ଟାରେ ମାମଲାର ଶୁଣାଣି ହେବ। ଗତ ୨୧ ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ଗିରଫ କରିଥିଲା... Read More