0 Comment
ବାଲେଶ୍ୱର : ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି। ଉଦ୍ଘାଟିତ ହୋଇଥିବା ଟିଚିଂ ହସ୍ପିଟାଲ ଗୁଡିକ ମଧ୍ୟରେ... Read More