0 Comment
ଖୋର୍ଦ୍ଧା – ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ବିଜେପିର ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ତଥା ଏବର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଗିରଫ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଏସପି ଅବିନାଶ କୁମାର । ସେ କହିଛନ୍ତି ଯେ, ବୁଥର ସିସିଟିଭି ଯାଞ୍ଚ ହୋଇନି। ସିସିଟିଭି ଫୁଟେଜ୍ ଦେବା ଲାଗି ନିର୍ବାଚନ ଅଧିକାରୀଙ୍କୁ କୁହାଯାଇଛି। କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି ବୋଲି ଖୋର୍ଦ୍ଧା ଏସପି କହିଛନ୍ତି। ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହୋଇ... Read More