0 Comment
ସମ୍ବଲପୁର : ବୁର୍ଲା ଭିମସାରରେ ସଂଘର୍ଷ । ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ମାରପିଟ୍ ହୋଇଛି। ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସାପରେ ସେମାନଙ୍କୁ ଛାଡ଼ି ଦିଆଯାଇଥିବା ଜଣାଯାଇଛି। ଏହି ଘଟଣାକୁ ନେଇ ହାଉସ୍ ସର୍ଜନ ମାନେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଆକ୍ରମଣ ପ୍ରତିବାଦରେ ହାଉସ୍ ସର୍ଜନ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ନିଷ୍ପତ୍ତି ନେଇଛନ୍ତି। ସୂଚନା ଯେ, ଗତକାଲି ବୁର୍ଲା... Read More