0 Comment
କଟକ : ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଏହାରି ଭିତରେ ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡିତ ଥିବା ସମସ୍ତଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମେଜର ଓ ତାଙ୍କ ବାନ୍ଧବୀଙ୍କ ସମେତ ଭରତପୁର ଥାନାର... Read More