0 Comment
ଭଦ୍ରକ : ଭଦ୍ରକରେ ସୋସିଆଲ ମିଡିଆ ପୋଷ୍ଟ ପରେ ଦେଖାଦେଇଛି ବିବାଦ। ଯାହାକୁ ନେଇ ୧୬୩ ଧାରା ଜାରି କରାଯାଇଛି। ବର୍ତ୍ତମାନ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଭଦ୍ରକ ଜିଲ୍ଲାରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପୁରୁଣା ବଜାର ଅଞ୍ଚଳରେ ୧୬୩ ଧାରା ସହ ୧୦... Read More