0 Comment
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ମଙ୍ଗଳବାର) ନିଜ ଜନ୍ମଦିନରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଉକ୍ତଦିନ ସେ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋଟ ୮୧ପ୍ଲାଟୁନ ଫୋର୍ସ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ନିୟୋଜିତ ରହିବେ। ଏଥିସହିତ ଭୁବନେଶ୍ବର ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡକଣ ପର୍ଯ୍ୟନ୍ତ ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ ଘୋଷଣା କରାଯାଇଛି। ୧୭ତାରିଖରେ ଏହି ଅଞ୍ଚଳରେ କୌଣସି... Read More