0 Comment
ଭୁବନେଶ୍ୱର – ବିଜେଡିର ପ୍ରଚାର ମଙ୍ଗ ଧରିଥିବା ଦଳର ଏକ ନମ୍ବର ତାରକା ପ୍ରଚାରକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଚାର ମଇଦାନକୁ ଓହ୍ଲାଇବେ । ଆଜି ବିଜେଡି ସୁପ୍ରିମୋ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ମାରାଥନ ନିର୍ବାଚନ ପ୍ରଚାର କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ବାହାରି ସକାଳ ୧୦ଟା ୧୦ ମିନିଟରେ ଜୟପୁର ବିମାନବନ୍ଦରରେ ପହଞ୍ଚିବେ... Read More