0 Comment
ସମ୍ବଲପୁର : ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ। ନୂଆଁ ଅନ୍ନ ସହ ଭଳି ଭଳିକା ଖାଦ୍ୟ ଖାଇବେ। ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ପାଖରେ ଓ ବଲାଙ୍ଗିରର ମା’ ପାଟଣେଶ୍ୱରୀଙ୍କ ପାଖରେ ନୂଆ ଖାଦ୍ୟ ଲାଗି କରାଯିବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଏଥିଲାଗି ସମୟ ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି।... Read More