0 Comment
ଭୁବନେଶ୍ୱର : ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା ଜାରି କରାଯାଇଛି। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। ସମୁଦ୍ରକୂଳରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛଧରା ନିଷେଧ କରାଯାଇଛି। ଏଥିସହ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସହ ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମାଛ ଧରିବା ଉପରେ ରୋକ୍ ଲାଗିଛି। ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ଲାଗିଛି। ନଭେମ୍ବର ୧ ତାରିଖ ଠାରୁ... Read More