0 Comment
ଭୁବନେଶ୍ୱର : ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଯାନଚାଳନା ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ଉଭୟ ସ୍ୱଚ୍ଛତା ଓ ଦକ୍ଷତାକୁ ଦୃଷ୍ଟିରେ ରଖି ସଚାରୁ ରୂପେ ଲାଇସେନ୍ସ ପ୍ରଦାନ ପରୀକ୍ଷା ନିମନ୍ତେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ଉପଯୋଗରେ ସ୍ୱୟଂ ଚାଳିତ ଯାନଚାଳନା ପରୀକ୍ଷା ପଦ୍ଧତି ଲାଗୁ କରାଯିବ । ଏହି ପଦ୍ଧତିକୁ କାର୍ଯ୍ୟକାରୀ କରିବା ନିମନ୍ତେ ବୁଧବାର ଖାରବେଳ ଭବନସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ସମ୍ମିଳନୀ କକ୍ଷରେ ରାଜ୍ୟ ଜଳସଂପଦ, ବାଣିଜ୍ୟ ଓ ପରିବହନ... Read More