0 Comment
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆଜି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ ସ୍ବାଗତ ଶୋଭାଯାତ୍ରାର ଆୟୋଜନ କରାଯାଉଛି। ଦଳୀୟ ସାଂସଦ, ବିଧାୟକ ଓ ସବୁ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ଏଥିପାଇଁ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ସୂଚନା ଅନୁସାରେ ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ... Read More