0 Comment
ଭୁବନେଶ୍ୱର : ପଦ୍ମପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତତ୍ପରତା ପ୍ରକାଶ କରିଛି ବିଜେଡି । ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ପଦ୍ମପୁର ଆସନ ଖାଲି ପଡ଼ିଛି । ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରସ୍ତୁତି ସ୍ୱରୂପ ବିଭିନ୍ନ ନେତା ଓ ମନ୍ତ୍ରୀଙ୍କୁ ଦାୟିତ୍ବ ବଣ୍ଟା ଯାଇଛି । ନିର୍ବାଚନ ମଣ୍ଡଳୀ ପରିଚାଳନା ଦାୟିତ୍ବରେ ରହିବେ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଓ ପୂର୍ବତନ ମନ୍ତ୍ରୀ ସୁଶାନ୍ତ... Read More