0 Comment
କଟକ: ଏସସିବିରେ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଡାକ୍ତର ଗିରଫ। କାର୍ଡିଓଲୋଜି ବିଭାଗର ସମ୍ପୃକ୍ତ ଡାକ୍ତରଙ୍କୁ ଗିରଫ କଲା ପୁଲିସ। ଇକୋ ଟେଷ୍ଟବେଳେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଇସିଜି ପରୀକ୍ଷା ଆଳ ଦେଖାଇ ଏସସିବି ମେଡ଼ିକାଲ୍ରେ ଦୁଇ ମହିଳା ରୋଗୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା। କଟକ ଏସ୍ସିବି ମେଡିକାଲ୍ର ହୃଦୟ ରୋଗ ବିଭାଗର ଜଣେ ହୃଦୟରୋଗ ବିଶେଷଜ୍ଞ ଡାକ୍ତର ଦୁଇଜଣ ମହିଳା ରୋଗୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ପୀଡ଼ିତାଙ୍କ ପରିବାର ଲୋକ... Read More