0 Comment
ଭୁବନେଶ୍ବର : ନଭେମ୍ବର ୧୦ ତାରିଖରେ ପ୍ରଥମ ଥର ପାଇଁ ରାଜ୍ୟରେ ପାଳନ ହେବ ‘ମାଣ୍ଡିଆ ଦିବସ’ । ମାର୍ଗଶୀର ମାସ ପ୍ରଥମ ଗୁରୁବାରରେ ରାଜ୍ୟରେ ‘ମାଣ୍ଡିଆ ଦିବସ’ ଆୟୋଜନ ହେବ । କାର୍ଯ୍ୟକ୍ରମ ମାଣ୍ଡିଆ ଚାଷକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବ ବୋଲି ପ୍ରସ୍ତୁତିର ସମୀକ୍ଷା କରି କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । କୃଷି ଭବନରେ ଆୟୋଜିତ... Read More