0 Comment
କଟକ : ରାଜ୍ୟ ସରକାର ଆଜି ୩୬ଜଣ ବରିଷ୍ଠ ଓକିଲଙ୍କୁ ଓଡ଼ିଶା ହାଇକୋର୍ଟରେ ସରକାରୀ ଓକିଲ ଭାବେ ନିଯୁକ୍ତି ଦେଇଛନ୍ତି । ଏମାନଙ୍କ ବ୍ୟତୀତ ଅନ୍ୟ ୪୭ଜଣଙ୍କୁ ହାଇକୋର୍ଟରେ ‘ଷ୍ଟାଣ୍ଡିଂ କାଉନସେଲ’ ଭାବେ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅବସ୍ଥାପିତ କରାଯାଇଛି । ରାଜ୍ୟରେ ମୋହନ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାର ଜୁନ୍ ୧୨ତାରିଖରେ ଶପଥ ନେବାର ପ୍ରାୟ ୪୦ଦିନ ପରେ ଜୁଲାଇ ୧୯ତାରିଖରେ ବରିଷ୍ଠ ଓକିଲ ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ୍ ଜେନେରାଲ(ଏଜି) ଭାବେ ନିଯୁକ୍ତି ଦେଇଥିଲେ... Read More