0 Comment
ରାୟଗଡ଼ା : ରାୟଗଡ଼ା ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଏ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଯେ, ରାୟଗଡ଼ାରୁ କୋରାପୁଟ ଯିବା ସମୟରେ ଅଧାରାସ୍ତାରେ ଏକ ବାଇକ ଏବଂ ବୋଲେରୋ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି ।... Read More