0 Comment
ପୁରୀ : ୧୬ ଦିନ ଗଣତି ହୋଇ ଆଶ୍ୱିନ କୃଷ୍ଣ ସପ୍ତମୀ କିମ୍ବା ଅଷ୍ଟମୀ ଦିନଠାରୁ ବିମଳା ଠାକୁରାଣୀଙ୍କ ପୂଜା ଆରମ୍ଭ ହୁଏ । ତିଥି ବୃଦ୍ଧି ନଥିଲେ ଅଷ୍ଟମୀ ଦିନ କିମ୍ବା ତିଥି ବୃଦ୍ଧିରେ ସପ୍ତମୀ ଦିନ ଦୁର୍ଗା ଭଣ୍ଡାର ଘରୁ ସକାଳ ଧୂପ ପରେ ଆଜ୍ଞାମାଳ ପାଇ ପତି ମହାପାତ୍ରଙ୍କ ହାତରେ ସୋମନାଥ ମଣ୍ଡପ (ମାଜଣା ମଣ୍ଡପ ରେ ଖଟରେ ବିଜେ ହୁଅନ୍ତି । ପଣ୍ଡା, ପତି ଓ ମୁଦିରସ୍ତ ଆଚାର୍ଯ୍ୟ ବ୍ରହ୍ମାବରଣ ହୋଇ... Read More