0 Comment
ଭୁବନେଶ୍ୱର : ବିଧାୟକ ଓ ପୂର୍ବତନ ବିଧାୟକଙ୍କ ନିମନ୍ତେ ସ୍ୱାସ୍ଥ୍ୟବୀମା ରାଶି ବୃଦ୍ଧି କରାଯାଇଛି । ୫ ଲକ୍ଷରୁ ୧୦ ଲକ୍ଷକୁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ତରଫରୁ ୨୦୧୨-୧୩ ଆର୍ଥିକ ବର୍ଷରୁ ରାଷ୍ଟ୍ରୀୟ ବୀମା କମ୍ପାନି ମାଧ୍ୟମରେ ସ୍ୱାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଉଛି । ସ୍ୱାସ୍ଥ୍ୟସେବାର ବ୍ୟୟବୃଦ୍ଧି ଦୃଷ୍ଟିରୁ ବିଧାୟକ ଏବଂ ପୂର୍ବତନ ବିଧାୟକମାନେ ଏହି ସ୍ୱାସ୍ଥ୍ୟବୀମା ରାଶିର ପରିମାଣ ବୃଦ୍ଧି କରିବା ନିମନ୍ତେ ବାରମ୍ବାର ଦାବି କରିଆସୁଥିଲେ... Read More