0 Comment
ଭୁବନେଶ୍ବର : ରାଜ୍ୟରେ ପୁଣି ୩ ଶହ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୦୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୭ ଜଣ ୧୮ ବର୍ଷରୁ କମ୍ ବୟସ୍କ । ନୂତନ ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୪୭ ଜଣ ଚିହ୍ନଟ ହୋଇଥିବା ବେଳେ... Read More