0 Comment
ଭୁବନେଶ୍ୱର : ଯୁକ୍ତ୩ରେ ଖାଲି ଥିବା ସିଟ୍ରେ ହେବ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା । ଯୁକ୍ତ୩ରେ ନାମଲେଖା ପାଇଁ ଛାତ୍ରଛାତ୍ରୀଙ୍କୁ ପୁଣିଥରେ ସୁଯୋଗ ମିଳିଛି । ବିଭିନ୍ନ କାରଣରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ଯେଉଁ ଛାତ୍ରଛାତ୍ରୀ ଆବେଦନ କରିପାରି ନଥିଲେ ସେମାନେ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦନ କରିପାରିବେ । ଏନେଇ ସମୟସୀମା ସହିତ ମାର୍ଗଦର୍ଶିକା ଜାରି କଲା ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୧୩ରୁ ଯୁକ୍ତ୩ ଦ୍ଵିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ହେବାକୁ ଥିବାବେଳେ... Read More