0 Comment
ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗରେ ଯୋଗଦେଲେ ୬୮୯୧ ହାଇସ୍କୁଲ ଶିକ୍ଷକଗତ ୩ ବର୍ଷରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତ ହୋଇଛନ୍ତି ଭୁବନେଶ୍ୱର : ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ । ମୋର ବିଶ୍ୱାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ । ଆଜି... Read More