0 Comment
ପୁରୀ : ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉ ଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କ ଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ । ଅଠର... Read More