0 Comment
ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏସଆରସି ପ୍ରଦୀପ କୁମାର ଜେନା। ମୟୂରଭଞ୍ଜ ଓ ବାଲେଶ୍ବରରେ ବନ୍ୟା ନିଶ୍ଚିତ ହେବା ନେଇ ଏସଆରସି ଦୃଢ଼ୋକ୍ତି ବାଢ଼ିଛନ୍ତି । ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜର ୧୬ଟି ଗେଟ୍ ଖୋଲିଥିବାରୁ ଏହି ଆଶଙ୍କା ସୃଷ୍ଟି ହୋଇଛି । ପ୍ରତି ସେକେଣ୍ଡକୁ ୪ ଲକ୍ଷ ୨୫ ହଜାର ଘନଫୁଟ ଜଳ ନିଷ୍କାସିତ ହେଉଛି, ଯାହା ସୁବର୍ଣ୍ଣରେଖା ସୁବର୍ଣ୍ଣରେଖା ନଦୀରେ ବଡ଼ ବନ୍ୟା ହେବା ଆଶଙ୍କା ସୃଷ୍ଟି ହୋଇଛି ।... Read More