0 Comment
ଭୁବନେଶ୍ୱର : ପାର୍ବଣ ଋତୁରେ ରାଜ୍ୟର କୃଷକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉପହାର ଦେବାକୁ ଯାଉଛନ୍ତି। ନୂଆଁଖାଇରେ ଚାଷୀଙ୍କୁ ‘କାଳିଆ’ ସହାୟତା ରାଶି ଦିଆଯାଇପାରେ। ପଶ୍ଚିମ ଓଡ଼ିଶାର ଏହି କୃଷିଭିତ୍ତିକ ଗଣପର୍ବରେ ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ପ୍ରାୟ ୮୦୦ କୋଟି ଟଙ୍କାର ସହାୟତା ବଣ୍ଟନ କରାଯିବ। ଏଥିପାଇଁ କୃଷି ବିଭାଗ ପ୍ରସ୍ତୁତି କରିଛି। ରାଜ୍ୟ ସରକାର ଚଳିତବର୍ଷ ବଜେଟରେ କୃଷିକ୍ଷେତ୍ର ଲାଗି ସର୍ବାଧିକ ୨୧,୧୬୬ କୋଟି ଟଙ୍କାର ବ୍ୟୟବରାଦ କରିଥିବାବେଳେ ଏଥିରୁ ‘କାଳିଆ’... Read More