0 Comment
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ଅଗଷ୍ଟ ୬ରୁ ପୁଣିଥରେ ବର୍ଷା ଆରମ୍ଭ ହେବ। ୯ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ୨ ଦିନ ହେଲା ରାଜ୍ୟରେ ପାଗ ଖରାଟିଆ ରହିଛି। ମୌସୁମୀ-ବିରତି ଜାରି ରହିଥିବାରୁ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଛି। ଅଗଷ୍ଟ ୫ ଯାଏ... Read More