0 Comment
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ୨ଟି ଜିଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୧୦ଟି ଜିଲା ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, କଳାହାଣ୍ଡି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ... Read More