0 Comment
କଟକ: କଟକ ଏସସିବି ମେଡିକାଲ କଲେଜ୍ ଓ ହସ୍ପିଟାଲରେ ଘନଉଛି ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାପ୍ଙ୍କ ବିବାଦ। ଅଧିକ୍ଷକଙ୍କ ହସ୍ତକ୍ଷେପ ପରେ ବି ବିବାଦର ସମାଧାନ ହୋଇପାରିନାହିଁ। ଆଜି ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛି ହାଉସ୍ ସର୍ଜନ୍ ସଂଘ। ଫଳରେ ଏସସିବିରେ ରୋଗୀ ସେବା ବାଧାପ୍ରାପ୍ତ ହେବା ଆଶଙ୍କା କରାଯାଉଛି। ମଙ୍ଗଳବାର ଶତାଧିକ ନର୍ସିଂ ଷ୍ଟାପ୍ ଓ ଜୁନିୟର୍ ଡାକ୍ତର ଏସସିବି ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିଥିଲେ। ରବିବାର ସନ୍ଧ୍ୟାରେ ମେଡିସିନ୍... Read More