0 Comment
ଭୁବନେଶ୍ୱର : କଟକର ଏକ ଘରୋଇ ନର୍ସିଂ ହୋମ୍ ରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ରୋଗୀମାନଙ୍କ ଜୀବନ ବଞ୍ଚାଉ ଥିବା ସଂସ୍ଥା ଏ ସବୁ ବିଷୟ ପ୍ରତି ଅଧିକ ସଚେତନ ହେବା ଆବଶ୍ୟକ। ଚିକିତ୍ସିତ ରୋଗୀମାନଙ୍କୁ ଯଥାଶୀଘ୍ର ଅନ୍ୟାନ୍ୟ ଚିକିତ୍ସାଳୟକୁ ନେଇ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ସ୍ୱାସ୍ଥ୍ୟ ସଚିବ ଓ... Read More