0 Comment
ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ଅସ୍ୱାଭାବିକ ମୃତ୍ୟୁ ଘଟଣାର ତଦନ୍ତ ହେବ। ଜନସ୍ୱାସ୍ଥ୍ୟ ବିଭାଗ ଶୁକ୍ରବାର ଏ ନେଇ ନିର୍ଦ୍ଦେଶ ଜାରି କରିଛି। ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ଏହାର ତଦନ୍ତ କରିବେ। ମୃତଦେହଗୁଡ଼ିକର ବ୍ୟବଚ୍ଛେଦ କରାଯିବ। ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି। ପଶ୍ଚିମଓଡ଼ିଶାର ସୁନ୍ଦରଗଡ଼଼ ଜିଲାରେ ୧୬ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେବଳ ରାଉରକେଲାରେ ୧୨ ଜଣ... Read More