0 Comment
ମେଷ- ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଆତ୍ମୀୟଙ୍କ ବେଖାତିର ମନୋଭାବ ଦୁଶ୍ଚିନ୍ତାକୁ ବଢ଼ାଇପାରେ।ଦୀର୍ଘଦିନ ହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇବେ। ବୃଷ- ଦେହ ଭଲ ରହିଲେ ମଧ୍ୟ ପୁରାତନ ରୋଗପୀଡ଼ାରେ କଷ୍ଟ ପାଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ।କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପାରିବାରିକ ଜୀବନରେ... Read More