0 Comment
ମେଷ- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ବୃଷ- ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ... Read More