0 Comment
ମେଷ- ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଭାଇ ଭଉଣୀ ମାନଙ୍କ ସହିତ ମନୋମାଳିନ୍ୟ ଦୂର ହେବ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ । ଅଫିସରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବାରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ବୃଷ- କର୍ମ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ । ପରିବାର ସଦସ୍ୟ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ... Read More