0 Comment
ମେଷ – ଆଜି ଆପଣଙ୍କ ଦିନଟି ବହୁତ୍ ଭଲ ରହିଛି। ଅନ୍ୟକୁ ସାହାଯ୍ୟ କରିବେ। ସମୟ ସହିତ ତାଳ ଦେଇ ଚଳିବେ। କିଛି ଜରୁରୀ କାର୍ଯ୍ୟ ଆଜି ପୂର୍ଣ୍ଣ ହେବ। ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିଛି। ଦୁର୍ଜନଙ୍କ ଠାରୁ ଦୂରେଇ ରୁହନ୍ତୁ। ବୃଷ – ବନ୍ଧୁ ଓ ପରିବାର ବର୍ଗଙ୍କ ମଧ୍ୟରେ ବାଦବିବାଦ ଲାଗିପାରେ। କର୍ମ କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମାନସିକ... Read More