0 Comment
ମେଷ:-ଶତୃମାନେ ଦୂରେଇ ଯିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପ୍ରତିକାର-ଲାଲଚନ୍ଦନ... Read More