0 Comment
ମେଷ– ଧନପ୍ରାପ୍ତିର ଯୋଗ ରହିଛି । ମନ ପ୍ରସନ୍ନ ରହିବ । ଉତ୍ସାହର ସହ କାର୍ଯ୍ୟ କରିବେ । ଅର୍ଥ ନିବେଶ ପାଇଁ ଦିନଟି ବହୁତ ଉତ୍ତମ ରହିବ । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରି ସଫଳତା ହାସଲ କରିବେ । ବୃଷ– କର୍ମ ଚଞ୍ଚଳ ରହିବେ । ମାନସିକ ଚିନ୍ତାରେ ରହି ନିଷ୍ପତ୍ତି ନେବେ ଓ ସଫଳତା ମଧ୍ୟ ମିଳିବ । ପରିବାରରେ ସାହାଯ୍ୟ ସହନୁଭୂତି ଲାଗି ରହିବ ।... Read More