0 Comment
ମେଷ: ଆପଣଙ୍କୁ ସାବଧାନତା ସହ ଦୀନ ଚର୍ଯ୍ୟା କରିବାକୁ ପଡିବ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବିଛା ଶାରୀରିକ କ୍ଲେଶ ଅନୁଭବ କରିବେ ।ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ବୃଷ: ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଳସ୍ୟ ପରାୟଣ ହେବେ । କର୍ମ... Read More