0 Comment
ମେଷ : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ବୃଷ : ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି। ମିଥୁନ : ଦିନଟି ଠିକ୍ଠାକ୍ ରହିବ। ସଫଳତା ଆପଣଙ୍କ... Read More