0 Comment
ମେଷ- ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ଉଧାର ଦେଇଥିବା ଟଙ୍କା ମିଳିବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ । ବୃଷ- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । ନୂତନ କର୍ମ ପ୍ରାପ୍ତିର... Read More