0 Comment
ଆଜି ବିଶ୍ବ ପଖାଳ ଦିବସ। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ। ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା। ପଖାଳ ହେଉଛି ଓଡ଼ିଆଙ୍କର ପ୍ରିୟ ଖାଦ୍ୟ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ। ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଏହି ଟଙ୍କ ତୋରାଣି ରୂପରେ ଭୋଗ ଲାଗି ହୋଇଥାଏ। ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପ୍ରିୟ ଖାଦ୍ୟକୁ ବିଶ୍ୱର... Read More