0 Comment
କଟକ : ସାମାଜିକ କାର୍ଯ୍ୟକର୍ତ୍ତା ତଥା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ରବିବାର ଠାରୁ ସେ କୋରାପୁଟ ଜିଲା ଡାକ୍ତରଖାନାରେ ବୟସ ସମ୍ବନ୍ଧୀୟ ସ୍ୱାସ୍ଥ୍ୟ ସମସ୍ୟାରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଜି କଟକ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଦେହ ଖରାପ ଥିବାରୁ ସେ କିଛିଦିନ ହେବ ଖାଇ ନାହାନ୍ତି। ତେବେ କଥାବାର୍ତ୍ତା କରୁଛନ୍ତି। ପରିବାର ଲୋକେ ତାଙ୍କ ନିକଟରେ ଉପସ୍ଥିତ ରହିଛନ୍ତି।... Read More