0 Comment
ଭୁବନେଶ୍ବର : ରାଜ୍ୟରେ ଜଙ୍ଗଲ ନିଆଁକୁ ନେଇ ବିଧାନସଭାରେ ସଦସ୍ୟମାନେ ଉଦବେଗ ପ୍ରକାଶ କରିଛନ୍ତି । ଆଜି ପ୍ରଶ୍ନକାଳରେ ଜଙ୍ଗଲ ନିଆଁ ପ୍ରସଙ୍ଗ ଉଠିଥିଲା। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଓ ବିଜେପି ବିଧାୟିକା କୁସୁମ ଟେଟେ ଏ ପ୍ରସଙ୍ଗରେ ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ସଦସ୍ୟଙ୍କ ପ୍ରଶ୍ନର ଉତ୍ତରରେ ଜଙ୍ଗଲ ଓ ପରିବେଶମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି ଯେ, ସାଟେଲାଇଟରେ ଯାହା ଆସୁଛି ସେଥିରେ କେବଳ ଜଙ୍ଗଲରେ ନିଆଁ ଲାଗୁନି, ବରଂ ଅନେକ ସ୍ଥାନରେ ଚାଷୀମାନେ... Read More