0 Comment
ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥି । ବିଦ୍ୟାର ଦେବତା ଆଦିଦେବ, ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗିରିଜାନନ୍ଦନଙ୍କ ପୂଜା । ଭାଦ୍ରବ ମାସର ଶୁକ୍ଳପକ୍ଷ ଚତୁର୍ଥୀ ତିଥିକୁ ଗଣେଶ ଚତୁର୍ଥୀ ରୂପେ ପାଳନ କରାଯାଇଥାଏ । ବିରାଜିବେ ବିଘ୍ନ ବିନାଶକ । ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ବର ବିଶେଷ ମହତ୍ତ୍ୱ ରଖିଛି । ହିନ୍ଦୁ ଧର୍ମରେ କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଗଣେଶଙ୍କ ପୂଜା କରାଯାଇଥାଏ । କାରଣ ତାଙ୍କୁ ବିଘ୍ନହର୍ତ୍ତା କହନ୍ତି ।... Read More