0 Comment
ଆଜି ମହାଳୟା, ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଆଶ୍ବିନ ମାସର ପ୍ରଥମ ପକ୍ଷ ପିତୃପକ୍ଷ ନାମରେ ବିଦିତ। ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ନାମିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ବିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ... Read More